1
୨ କରିନ୍ଥୀୟ 6:14
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
Compare
Explore ୨ କରିନ୍ଥୀୟ 6:14
2
୨ କରିନ୍ଥୀୟ 6:16
ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”
Explore ୨ କରିନ୍ଥୀୟ 6:16
3
୨ କରିନ୍ଥୀୟ 6:17-18
ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା” “ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”
Explore ୨ କରିନ୍ଥୀୟ 6:17-18
4
୨ କରିନ୍ଥୀୟ 6:15
ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?
Explore ୨ କରିନ୍ଥୀୟ 6:15