1
ପ୍ରେରିତ 13:2-3
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
Compare
Explore ପ୍ରେରିତ 13:2-3
2
ପ୍ରେରିତ 13:39
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
Explore ପ୍ରେରିତ 13:39
3
ପ୍ରେରିତ 13:47
କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”
Explore ପ୍ରେରିତ 13:47