1
ପ୍ରେରିତ 22:16
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
Compare
Explore ପ୍ରେରିତ 22:16
2
ପ୍ରେରିତ 22:14
ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି
Explore ପ୍ରେରିତ 22:14
3
ପ୍ରେରିତ 22:15
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
Explore ପ୍ରେରିତ 22:15