1
ଯାତ୍ରା ପୁସ୍ତକ 22:22-23
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
Compare
Explore ଯାତ୍ରା ପୁସ୍ତକ 22:22-23
2
ଯାତ୍ରା ପୁସ୍ତକ 22:21
ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Explore ଯାତ୍ରା ପୁସ୍ତକ 22:21
3
ଯାତ୍ରା ପୁସ୍ତକ 22:18
ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
Explore ଯାତ୍ରା ପୁସ୍ତକ 22:18
4
ଯାତ୍ରା ପୁସ୍ତକ 22:25
ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
Explore ଯାତ୍ରା ପୁସ୍ତକ 22:25
Home
Bible
Plans
Videos