1
ଯାତ୍ରା ପୁସ୍ତକ 39:43
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
Compare
Explore ଯାତ୍ରା ପୁସ୍ତକ 39:43
2
ଯାତ୍ରା ପୁସ୍ତକ 39:42
ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
Explore ଯାତ୍ରା ପୁସ୍ତକ 39:42
3
ଯାତ୍ରା ପୁସ୍ତକ 39:32
ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।
Explore ଯାତ୍ରା ପୁସ୍ତକ 39:32
Home
Bible
Plans
Videos