1
ଯାତ୍ରା ପୁସ୍ତକ 4:11-12
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ? ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
Compare
Explore ଯାତ୍ରା ପୁସ୍ତକ 4:11-12
2
ଯାତ୍ରା ପୁସ୍ତକ 4:10
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
Explore ଯାତ୍ରା ପୁସ୍ତକ 4:10
3
ଯାତ୍ରା ପୁସ୍ତକ 4:14
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
Explore ଯାତ୍ରା ପୁସ୍ତକ 4:14
Home
Bible
Plans
Videos