ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’ ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”