1
ଗାଲାତୀୟ 1:10
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
Compare
Explore ଗାଲାତୀୟ 1:10
2
ଗାଲାତୀୟ 1:8
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
Explore ଗାଲାତୀୟ 1:8
3
ଗାଲାତୀୟ 1:3-4
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ
Explore ଗାଲାତୀୟ 1:3-4