1
ଗାଲାତୀୟ 3:13
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ
Compare
Explore ଗାଲାତୀୟ 3:13
2
ଗାଲାତୀୟ 3:28
ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
Explore ଗାଲାତୀୟ 3:28
3
ଗାଲାତୀୟ 3:29
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Explore ଗାଲାତୀୟ 3:29
4
ଗାଲାତୀୟ 3:14
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।
Explore ଗାଲାତୀୟ 3:14
5
ଗାଲାତୀୟ 3:11
ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
Explore ଗାଲାତୀୟ 3:11