1
ଗାଲାତୀୟ 4:6-7
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।
Compare
Explore ଗାଲାତୀୟ 4:6-7
2
ଗାଲାତୀୟ 4:4-5
କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ, ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।
Explore ଗାଲାତୀୟ 4:4-5
3
ଗାଲାତୀୟ 4:9
କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?
Explore ଗାଲାତୀୟ 4:9