1
ଆଦି ପୁସ୍ତକ 14:20
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
Compare
Explore ଆଦି ପୁସ୍ତକ 14:20
2
ଆଦି ପୁସ୍ତକ 14:18-19
ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ; ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ
Explore ଆଦି ପୁସ୍ତକ 14:18-19
3
ଆଦି ପୁସ୍ତକ 14:22-23
ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’
Explore ଆଦି ପୁସ୍ତକ 14:22-23
Home
Bible
Plans
Videos