1
ଆଦି ପୁସ୍ତକ 15:6
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
Compare
Explore ଆଦି ପୁସ୍ତକ 15:6
2
ଆଦି ପୁସ୍ତକ 15:1
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”
Explore ଆଦି ପୁସ୍ତକ 15:1
3
ଆଦି ପୁସ୍ତକ 15:5
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
Explore ଆଦି ପୁସ୍ତକ 15:5
4
ଆଦି ପୁସ୍ତକ 15:4
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
Explore ଆଦି ପୁସ୍ତକ 15:4
5
ଆଦି ପୁସ୍ତକ 15:13
ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ
Explore ଆଦି ପୁସ୍ତକ 15:13
6
ଆଦି ପୁସ୍ତକ 15:2
ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।”
Explore ଆଦି ପୁସ୍ତକ 15:2
7
ଆଦି ପୁସ୍ତକ 15:18
ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ
Explore ଆଦି ପୁସ୍ତକ 15:18
8
ଆଦି ପୁସ୍ତକ 15:16
ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Explore ଆଦି ପୁସ୍ତକ 15:16
Home
Bible
Plans
Videos