1
ଆଦି ପୁସ୍ତକ 16:13
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”
Compare
Explore ଆଦି ପୁସ୍ତକ 16:13
2
ଆଦି ପୁସ୍ତକ 16:11
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
Explore ଆଦି ପୁସ୍ତକ 16:11
3
ଆଦି ପୁସ୍ତକ 16:12
ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
Explore ଆଦି ପୁସ୍ତକ 16:12
Home
Bible
Plans
Videos