1
ଆଦି ପୁସ୍ତକ 18:14
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
Compare
Explore ଆଦି ପୁସ୍ତକ 18:14
2
ଆଦି ପୁସ୍ତକ 18:12
ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
Explore ଆଦି ପୁସ୍ତକ 18:12
3
ଆଦି ପୁସ୍ତକ 18:18
ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
Explore ଆଦି ପୁସ୍ତକ 18:18
4
ଆଦି ପୁସ୍ତକ 18:23-24
ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
Explore ଆଦି ପୁସ୍ତକ 18:23-24
5
ଆଦି ପୁସ୍ତକ 18:26
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
Explore ଆଦି ପୁସ୍ତକ 18:26
Home
Bible
Plans
Videos