1
ଆଦି ପୁସ୍ତକ 29:20
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
Compare
Explore ଆଦି ପୁସ୍ତକ 29:20
2
ଆଦି ପୁସ୍ତକ 29:31
ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
Explore ଆଦି ପୁସ୍ତକ 29:31
Home
Bible
Plans
Videos