1
ଆଦି ପୁସ୍ତକ 41:16
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
Compare
Explore ଆଦି ପୁସ୍ତକ 41:16
2
ଆଦି ପୁସ୍ତକ 41:38
ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”
Explore ଆଦି ପୁସ୍ତକ 41:38
3
ଆଦି ପୁସ୍ତକ 41:39-40
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ; ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”
Explore ଆଦି ପୁସ୍ତକ 41:39-40
4
ଆଦି ପୁସ୍ତକ 41:52
ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
Explore ଆଦି ପୁସ୍ତକ 41:52
5
ଆଦି ପୁସ୍ତକ 41:51
ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”
Explore ଆଦି ପୁସ୍ତକ 41:51
Home
Bible
Plans
Videos