1
ଆଦି ପୁସ୍ତକ 44:34
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”
Compare
Explore ଆଦି ପୁସ୍ତକ 44:34
2
ଆଦି ପୁସ୍ତକ 44:1
ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ।
Explore ଆଦି ପୁସ୍ତକ 44:1
Home
Bible
Plans
Videos