1
ମାର୍କ 14:36
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
Compare
Explore ମାର୍କ 14:36
2
ମାର୍କ 14:38
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
Explore ମାର୍କ 14:38
3
ମାର୍କ 14:9
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
Explore ମାର୍କ 14:9
4
ମାର୍କ 14:34
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”
Explore ମାର୍କ 14:34
5
ମାର୍କ 14:22
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”
Explore ମାର୍କ 14:22
6
ମାର୍କ 14:23-24
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
Explore ମାର୍କ 14:23-24
7
ମାର୍କ 14:27
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
Explore ମାର୍କ 14:27
8
ମାର୍କ 14:42
ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
Explore ମାର୍କ 14:42
9
ମାର୍କ 14:30
ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
Explore ମାର୍କ 14:30
Home
Bible
Plans
Videos