କାଇକେବଇଲେ ମୁଇ ଜାର୍ ଲକ୍ ଅଇଲିଆଚି, ଆରି ଜନ୍ ପର୍ମେସର୍କେ ପାର୍ତନା କଲିନି, କାଲି ରାତି ତାର୍ ଗଟେକ୍ ସରଗର୍ ଦୁତ୍ ମକେ ଆସି କଇଲା, ପାଉଲ୍ ତୁଇ ଡର୍ ନାଇ । ବାଇଦରେ ସମ୍ରାଟର୍ ମୁଆଟେ ତୁଇ ଟିଆ ଅଇସୁଆକା । ପର୍ମେସର୍ ତକେ ଜିବନ୍ ଦୁକାଇଲାଆଚେ । ଜେ କି, ତକେ ଆରି ତର୍ ସଙ୍ଗ୍ ଜାଇତେ ରଇବା ସବୁ ଲକ୍ମନ୍କେ ବଁଚାଇସି ।