ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।” ପିଲିପ୍ ପାଲାଇ ପାଲାଇ ଗାଲା ଆରି ସେ ଲକ୍ ଜିସାୟ ବବିସତ୍ବକ୍ତାର୍ ବଇ ପଡ୍ବାଟା ସୁନ୍ଲା । ସେ ତାକେ ପାଚାର୍ଲା “ତୁଇ ଜାଇଟା ପଡ୍ଲୁସ୍ନି, ସେଟା ବୁଜିପାର୍ଲୁସ୍ନିକି ?”
ସେ ବାଣ୍ଡାର୍ ଗରିଆ କଇଲା, “କେ ମିସା ଗଟେକ୍ ଲକ୍ ବୁଜାଇ ନ ଦେଲେ ମୁଇ କେନ୍ତି ବୁଜିପାର୍ବି ?” ତାର୍ ସଙ୍ଗ୍ ରତେ ବସ୍ବାକେ ସେ ପିଲିପ୍କେ ଡାକ୍ଲା । ପିଲିପ୍ ଜାଇ ବସ୍ଲା ।