1
ପ୍ରେରିତ 17:27
ପବିତ୍ର ବାଇବଲ
OERV
“ଯେପରି ସେମାନେ ପରମେଶ୍ୱରଙ୍କୁ ଖୋଜି ପାଇ ପାରିବେ। ସେମାନେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରି ପାରନ୍ତି ଯଦ୍ୟପି ସେ ଆମ୍ଭମାନଙ୍କ ମଧ୍ୟରୁ କାହାରିଠାରୁ ଦୂରରେ ନାହାନ୍ତି।
Compare
Explore ପ୍ରେରିତ 17:27
2
ପ୍ରେରିତ 17:26
ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି
Explore ପ୍ରେରିତ 17:26
3
ପ୍ରେରିତ 17:24
“ପରମେଶ୍ୱର ଏ ପୃଥିବୀରେ ଓ ଏଥିରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହୋଇ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।
Explore ପ୍ରେରିତ 17:24
4
ପ୍ରେରିତ 17:31
ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”
Explore ପ୍ରେରିତ 17:31
5
ପ୍ରେରିତ 17:29
“ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ।
Explore ପ୍ରେରିତ 17:29