‘ଏହି ଲୋକମାନଙ୍କ ପାଖକୁ ଯାଅ
ଓ ସେମାନଙ୍କୁ କୁହ ଯେ ତୁମ୍ଭେମାନେ ଶୁଣିବ,
କିନ୍ତୁ ବୁଝିବ ନାହିଁ।
ତୁମ୍ଭେମାନେ ଗ୍ଭହୁଁଥିବ, ଓ ଦେଖୁଥିବ
କିନ୍ତୁ ତୁମ୍ଭେ ଯାହା ଦେଖିବ, ତାହା ବୁଝିବ ନାହିଁ।
ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି।
ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି।
ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି।
ନ ହେଲେ ହୁଏତ ସେମାନେ
ସେମାନଙ୍କ ଆଖିରେ ଦେଖି ପାରନ୍ତେ,
କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ।
ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’