1
ଆମୋଷ 7:14-15
ପବିତ୍ର ବାଇବଲ
OERV
ତା'ପରେ ଆମୋଷ ଅମତ୍ସିୟଙ୍କୁ ଉତ୍ତର ଦେଲେ, “ମୁଁ ଜଣେ ପେଷାଦାର ଭବିଷ୍ୟଦ୍ବକ୍ତା ନୁହେଁ। ଆଉ ମଧ୍ୟ ମୁଁ ଭବିଷ୍ୟଦ୍ବକ୍ତାର ପରିବାରରୁ ଆସିନାହିଁ। ମୁଁ କେବଳ ମେଷପାଳନ କରେ ଓ ଡିମ୍ବିରି ବୃକ୍ଷର ଯତ୍ନ ନିଏ। ମୁଁ ଜଣେ ମେଷପାଳକ ଥିଲି ଓ ସଦାପ୍ରଭୁ ମୋତେ ଆଣି କହିଲେ, ‘ଯାଅ ଓ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର।’
Compare
Explore ଆମୋଷ 7:14-15
2
ଆମୋଷ 7:8
ସଦାପ୍ରଭୁ ମୋତେ କହିଲେ, “ହେ ଆମୋଷ କ’ଣ ଦେଖୁଛ?” ମୁଁ ଉତ୍ତରରେ କହିଲି, “ତାହା ଏକ ଓଳମ।” ତା'ପରେ ମୋର ପ୍ରଭୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲର ଆପଣା ଲୋକମାନଙ୍କ ମଧ୍ୟରେ ଏକ ଓଳମ ରଖିବା। ଆମ୍ଭେ ସେମାନଙ୍କର ‘କୁକର୍ମ ସବୁକୁ’ ହେୟଜ୍ଞାନ କରିବା ନାହିଁ।
Explore ଆମୋଷ 7:8