ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ,
ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ,
ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ,
କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ,
ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି
ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି।
କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି
ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।