1
ମୀଖା 5:2
ପବିତ୍ର ବାଇବଲ
OERV
କିନ୍ତୁ ହେ ବୈଥ୍ଲେହମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ୟରୁ “ଇସ୍ରାଏଲର ଶାସନକର୍ତ୍ତା” ହେବା ନିମନ୍ତେ ଜଣେ ବ୍ୟକ୍ତି ଆମ୍ଭ ଉଦ୍ଦେଶ୍ୟରେ ଜନ୍ମ ହେବେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହୋଇଅଛି।
Compare
Explore ମୀଖା 5:2
2
ମୀଖା 5:4
ତା'ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ। ସେମାନେ ଶାନ୍ତିରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।
Explore ମୀଖା 5:4