1
ନାହୂମ 3:1
ପବିତ୍ର ବାଇବଲ
OERV
ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ୟା ନଗରୀ, ଗ୍ଭେରି ଓ ମୃତ୍ୟୁ ଯନ୍ତ୍ରଣାରେ ପରିପୂର୍ଣ୍ଣ ଅଟେ।
Compare
Explore ନାହୂମ 3:1
2
ନାହୂମ 3:19
ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହୋଇଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରି ପାରିବ ନାହିଁ। ଯେକେହି ତୁମ୍ଭ ବିଷୟରେ ସମ୍ବାଦ ଶୁଣେ ସେମାନେ ତାଳି ମାରନ୍ତି। ସେମାନେ ସମସ୍ତେ ଖୁସୀ ହୁଅନ୍ତି କାରଣ ସେମାନେ ସମସ୍ତେ ତୁମ୍ଭମାନଙ୍କର ଭୁଲ୍ ଯୋଗୁଁ ସର୍ବଦା ପୀଡ଼ିତ ହେଉଛନ୍ତି।
Explore ନାହୂମ 3:19
3
ନାହୂମ 3:7
ଯେଉଁମାନେ ତୁମ୍ଭର ଅବସ୍ଥାକୁ ଦେଖିବେ, ସମସ୍ତେ ମର୍ମାହତ ହେବେ ଓ ତୁମ୍ଭଠାରୁ ଦୂରେଇ ଯିବେ। ସେମାନେ କହିବେ, ‘ନୀନିବୀ ଧ୍ୱଂସ ହେଉଛି। କିଏ ତା’ ପାଇଁ କାନ୍ଦିବ?’ ଆମ୍ଭେ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ଜଣଙ୍କୁ କେଉଁଠାରୁ ପାଇବା?”
Explore ନାହୂମ 3:7