Bible App logo
Search Icon

୨ ଥେସଲନୀକୀୟ 1:6-7

୨ ଥେସଲନୀକୀୟ 1:6-7 ODIAOV-BSI

କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ପ୍ରଜ୍ଜ୍ଵଳିତ ଅଗ୍ନି ସହ ସ୍ଵର୍ଗରୁ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭମାନଙ୍କୁ କ୍ଳେଶ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ସ୍ଵରୂପେ କ୍ଳେଶ ଦେବା ଓ କ୍ଳେଶ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ଵରଙ୍କ ପକ୍ଷରେ ନ୍ୟାୟର ବିଷୟ;