୨ ଥେସଲନୀକୀୟ 2:9-10
୨ ଥେସଲନୀକୀୟ 2:9-10 ODIAOV-BSI
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି।





