YouVersion Logo
Search Icon

ପ୍ରେରିତ 12:7

ପ୍ରେରିତ 12:7 ODIAOV-BSI

ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାଙ୍କୁ ଜଗାଇ କହିଲେ, ଶୀଘ୍ର ଉଠ। ସେଥିରେ ତାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।

Free Reading Plans and Devotionals related to ପ୍ରେରିତ 12:7