YouVersion Logo
Search Icon

ପ୍ରେରିତ 14:9-10

ପ୍ରେରିତ 14:9-10 ODIAOV-BSI

ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାʼର ବିଶ୍ଵାସ ଥିବାର ଦେଖି ଉଚ୍ଚସ୍ଵରରେ କହିଲେ, ତୁମ୍ଭର ପାଦରେ ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।

Free Reading Plans and Devotionals related to ପ୍ରେରିତ 14:9-10