ପ୍ରେରିତ 26:16
ପ୍ରେରିତ 26:16 ODIAOV-BSI
କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହିସମସ୍ତ ବିଷୟର ସାକ୍ଷୀସ୍ଵରୂପ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।