Bible App logo
Search Icon

ପ୍ରେରିତ 8:12

ପ୍ରେରିତ 8:12 ODIAOV-BSI

କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।