ଆମୋଷ 1:1-2
ଆମୋଷ 1:1-2 ODIAOV-BSI
ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। ପୁଣି ସେ କହିଲେ, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି-ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।





