ଆମୋଷ 2:4
ଆମୋଷ 2:4 ODIAOV-BSI
ସଦାପ୍ରଭୁ ଏହି କଥା କହନ୍ତି; ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,, ତଦ୍ଦ୍ଵାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି





