ଆମୋଷ 2:6
ଆମୋଷ 2:6 ODIAOV-BSI
ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି