YouVersion Logo
Search Icon

ଆମୋଷ 6:6

ଆମୋଷ 6:6 ODIAOV-BSI

ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫର କ୍ଳେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।