YouVersion Logo
Search Icon

ଆମୋଷ 8:11

ଆମୋଷ 8:11 ODIAOV-BSI

ପ୍ରଭୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।