ଏଫିସୀୟ 2:19-20
ଏଫିସୀୟ 2:19-20 ODIAOV-BSI
ଅତଏବ, ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ଵରଙ୍କ ପରିବାରଭୁକ୍ତ ଅଟ; ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ଵୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;





