ଏଫିସୀୟ 2:4-5
ଏଫିସୀୟ 2:4-5 ODIAOV-BSI
ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ଵର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ-