ଏଫିସୀୟ 3:20-21
ଏଫିସୀୟ 3:20-21 ODIAOV-BSI
ଯେଉଁ ଈଶ୍ଵର ଆମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି; ଯୁଗେ ଯୁଗେ ପୁରୁଷାନୁକ୍ରମେ ମଣ୍ତଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତାହାଙ୍କର ଗୌରବ ହେଉ। ଆମେନ୍।
















