ଏଫିସୀୟ 4:11-13
ଏଫିସୀୟ 4:11-13 ODIAOV-BSI
ସେ କାହାକାହାକୁ ପ୍ରେରିତ, କାହାକାହାକୁ ଭାବବାଦୀ, କାହାକାହାକୁ ସୁସମାଚାର ପ୍ରଚାରକ, ପୁଣି କାହାକାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି; ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠା ପ୍ରାପ୍ତ ହୁଏ, ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ଵାସରେ ଓ ଈଶ୍ଵରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣାନୁସାରେ ପୂର୍ଣ୍ଣବୟସ୍କ ପୁରୁଷ ହେଉ,





