ଏଫିସୀୟ 4:14-15
ଏଫିସୀୟ 4:14-15 ODIAOV-BSI
ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ, କିନ୍ତୁ ସତ୍ୟ ଅବଲମ୍ଵନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;





