Bible App logo
Search Icon

ଏଫିସୀୟ 4:22-24

ଏଫିସୀୟ 4:22-24 ODIAOV-BSI

ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ଵଭାବ।। ଈଶ୍ଵରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟି ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।

Verse Image for ଏଫିସୀୟ 4:22-24

ଏଫିସୀୟ 4:22-24 - ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ଵଭାବ।। ଈଶ୍ଵରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟି ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।

Free Reading Plans and Devotionals related to ଏଫିସୀୟ 4:22-24