ଯାତ୍ରା ପୁସ୍ତକ 17:11-12
ଯାତ୍ରା ପୁସ୍ତକ 17:11-12 ODIAOV-BSI
ପୁଣି ମୋଶା ଆପଣା ହସ୍ତ ଊର୍ଦ୍ଧ୍ଵକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ। ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ତିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।





