ଯାତ୍ରା ପୁସ୍ତକ 24:12
ଯାତ୍ରା ପୁସ୍ତକ 24:12 ODIAOV-BSI
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।





