YouVersion Logo
Search Icon

ଯାତ୍ରା ପୁସ୍ତକ 24:16

ଯାତ୍ରା ପୁସ୍ତକ 24:16 ODIAOV-BSI

ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।