ଯାତ୍ରା ପୁସ୍ତକ 27:20-21
ଯାତ୍ରା ପୁସ୍ତକ 27:20-21 ODIAOV-BSI
ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ। ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


