ଯାତ୍ରା ପୁସ୍ତକ 35:35
ଯାତ୍ରା ପୁସ୍ତକ 35:35 ODIAOV-BSI
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କଲେ।





