ଯାତ୍ରା ପୁସ୍ତକ 4:11-12
ଯାତ୍ରା ପୁସ୍ତକ 4:11-12 ODIAOV-BSI
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ୟର ମୁଖ କିଏ ନିର୍ମାଣ କରିଛନ୍ତି? ପୁଣି ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରଇ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ? ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।





