ଯାତ୍ରା ପୁସ୍ତକ 6:1
ଯାତ୍ରା ପୁସ୍ତକ 6:1 ODIAOV-BSI
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଛାଡ଼ି ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।